ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୮ ତାରିଖରେ ଓପିଏସ୍ସି ପରୀକ୍ଷା ଅନଷ୍ଠିତ ହେବ। ଗତ ୨୫ ତାରିଖରେ ଏହି ପରୀକ୍ଷା ହେବା ପାଇଁ ପୂର୍ବରୁ ଧାର୍ଯ୍ୟ ହୋଇଥିଲା। ମାତ୍ର ସପ୍ତାହାନ୍ତ ସଟ୍ଡାଉନ୍ ପାଇଁ ଏହାକୁ ବୁଧବାରକୁ ଘୁଞ୍ଚାଇ ଦିଆଯାଇଛି ଓଡ଼ିଶା ଲୋକସେବା ଆୟୋଗ ପରୀକ୍ଷା । ଅନ୍ୟପକ୍ଷେ ସଂକ୍ରମଣ ବଢ଼ୁଥିବା ବେଳେ ଛାତ୍ରୀଛାତ୍ର ପରୀକ୍ଷାକୁ ଅଧିକ ଦିନ ଘୁଞ୍ଚାଇବାକୁ ଦାବି କରିଛନ୍ତି। ଏଥରେ ଓଡ଼ିଶା ଓ ଓଡ଼ିଶା ବାହାରର ପାଖାପାଖି ୨୦୦୦ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ ବୋଲି ସୂଚନା ମିଳିଛି ।






More Stories
ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ…..
କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା…..
ଘୂର୍ଣ୍ଣିବଳୟ ସକ୍ରିୟ:ଘଡ଼ଘଡି ସହ ବର୍ଷା ସମ୍ଭାବନା…..