ରିପୋର୍ଟ କାର୍ଡ / ପୁରୀ
ପୁରୀରେ ଜଣେ ଶିଶୁକୁ କୁକୁର କାମୁଡ଼ି ମାରିଦେବା ମାମଲାରେ ପୁରୀ ପୌରପାଳିକାକୁ ୧୦ ଲକ୍ଷ ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ୨୦୧୬ ମସିହାରେ ଡିସେମ୍ବର ମାସରେ ଏକ ୪ ବର୍ଷର ଶିଶୁ ପୁତ୍ରକୁ ବୁଲା କୁକୁର କାମୁଡି ମାରିଦେଇଥିଲା। ଜଗନ୍ନାଥ କଲୋନୀ ଅଞ୍ଚଳରେ ନିଜ ଘର ବାଡିରେ ଖେଳୁଥିବା ବେଳେ ପିଲାଟି ବୁଲା କୁକୁରଙ୍କର ଶିକାର ହୋଇଥିଲା। ଗୁରୁତର ଅବସ୍ଥାରେ ପିଲାଟିକୁ ମେଡିକାଲ ନିଆଯାଇଥିବା ବେଳେ ତାର ମୃତ୍ୟୁ ହୋଇଥିଲା। ସହରରେ ବୁଲା କୁକୁରଙ୍କ ପ୍ରାଦୁର୍ଭାବ ବଢିଥିବା ବେଳେ ପୌର ପ୍ରଶାସନ କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ ହୋଇଥିଲା ।






More Stories
କିନ୍ନରଙ୍କୁ ହତ୍ୟା ଘଟଣା:ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର…..
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..