ରିପୋର୍ଟ କାର୍ଡ / କଟକ
ନର୍ସ ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅଙ୍କୁଶ ହଟିଛି। ପୂର୍ବରୁ ଜାରି ହୋଇଥିବା ଅନ୍ତରୀଣ ନିର୍ଦେଶରେ ପରିବର୍ତ୍ତନ କରିଛନ୍ତି ହାଇକୋର୍ଟ। କେବଳ ଆବେଦନକାରୀ ଫାର୍ମାସିଷ୍ଟଙ୍କ ପାଇଁ ନିର୍ଦ୍ଦିଷ୍ଟ ପଦ ସଂରକ୍ଷିତ ରଖାଯିବ। ଅନ୍ୟ ପଦ ଗୁଡିକରେ ସରକାର ନିଯୁକ୍ତି ଦେଇପାରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ତେବେ ଏହି ପ୍ରକ୍ରିୟା ଆରମ୍ଭ ହେଲେ ମୋଟ ୭୪୮୩ଟି ନର୍ସ ପଦ ପୂରଣ ହେବ । ୩୦ଟି ଜିଲା ଏବଂ ୩ଟି ମେଡିକାଲ କଲେଜରେ ନିଯୁକ୍ତି ପ୍ରକ୍ରିୟା ଉପରେ ଗତ ମେ ମାସ ୧ ତାରିଖରେ ନୂଆ ନିଯୁକ୍ତି ଉପରେ ରୋକ ଲଗାଇଥିଲେ ହାଇକୋର୍ଟ ।






More Stories
୨୩ ରୁ ହାଇକୋର୍ଟ ବନ୍ଦ…..
ମୁଖ୍ୟମନ୍ତ୍ରୀ ଜାରି କଲେ ୮ସୂତ୍ରୀ ମାର୍ଗଦର୍ଶିକା…..
ବେଆଇନ ନିଯୁକ୍ତି ନେଇ ତାଗିଦ…..