ରିପୋର୍ଟ କାର୍ଡ / ଭୁବନେଶ୍ବର
ପୁଣି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରୋଗୀ ଜଣକ ସୁସ୍ଥ ଅଛନ୍ତି ଓ ସେ ଘରେ ରହି ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଚିହ୍ନଟ କୋଭିଡ୍ ଆକ୍ରାନ୍ତ ଜଣକ କରୋନାର ନୂଆ ପ୍ରଜାତି ଜେଏନ୍.୧ରେ ଆକ୍ରାନ୍ତ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ। ତାଙ୍କ ନମୁନାର ଜିନୋମ ସିକ୍ବେନ୍ସିଂ ହେବା ପରେ ତାହା ସ୍ପଷ୍ଟ ହେବ। ଏବେ ରାଜ୍ୟରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି।






More Stories
୨୮ ଯାଏଁ ଝଡ଼ବର୍ଷା…..
ଜଳିଗଲା ବସ୍….
ବଦଳିଲେ ଏସ୍ସିବି ଡିନ୍ ଓ ଅଧୀକ୍ଷକ…..