ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଟିଇଟିର ପରୀକ୍ଷା ସମୟ ବଦଳିଛି ।୧୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷା ସମୟ ବଦଳିଛି । ଏହାର ସମୟ ୩୦ ମିନିଟ୍ ପରିବର୍ତ୍ତନ କରାଯାଇଛି । ପୂର୍ବରୁ ଅପରାହ୍ନ ୧.୩୦ ରୁ ୪ଟା ଯାଏଁ ପରୀକ୍ଷା ଅନୁଷ୍ଠିତ ହେବାର ଥିଲା । ଏବେ ଏହା ଅପରାହ୍ନ ୨ଟାରୁ ୪.୪୦ ଯାଏଁ ଅନୁଷ୍ଠିତ ହେବ ।
More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..