ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଟିଇଟି ବୈଧତା ସୀମା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଥରେ ଓଟିଇଟି ପାସ୍ କଲେ ଆଉ ପରୀକ୍ଷା ଦେବାକୁ ପଡିବ ନାହିଁ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ଓଟିଇଟି ପାସ୍ କଲେ ବୈଧତା ୭ ବର୍ଷ ରହୁଥିଲା। ଏବେ ଥରେ ଓଟିଇଟି ପାସ୍ କଲେ ଆଉ ଜୀବନବ୍ୟାପୀ ପରୀକ୍ଷା ଦେବାକୁ ପଡ଼ିବ ନାହିଁ ଓ ସେମାନେ ନିଯୁକ୍ତି ପାଇଁ ଯୋଗ୍ୟ ବିବେଚିତ ହେବେ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..