ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ହୋଇଥିବା ପଠାଣି ସାମନ୍ତକୁ ପଶ୍ଚିମବଙ୍ଗ ଏସଟିଏଫ୍ ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେବ ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ, ସିଲିଗୁଡ଼ି ଥାନାରେ ପଠାଣି ସାମନ୍ତ ନାଁରେ ପୂର୍ବରୁ ମାମଲା ରହିଛି। ରିମାଣ୍ଡ ସରିବା ପରେ ଝାରପଡ଼ା ଜେଲରେ ପଠାଣି ସାମନ୍ତକୁ ଏନଆଇଏ ଜେରା କରିବ ବୋଲି ଜଣାଯାଇଛି। ହନିଟ୍ରାପ୍ ଓ ପାକିସ୍ତାନ ଗୁଇନ୍ଦା ଏଜେଣ୍ଟ ଲିଙ୍କ ନେଇ ଅଧିକ ପଚରାଉଚରା ହେବ ବୋଲି ଆଶା ପ୍ରକଟ କରାଯାଇଛି।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….