ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ବରରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଲେ ‘ଆମ ବସ୍’ କଣ୍ଡକ୍ଟର। ବସ୍ ଭିତରୁ ବାହାରି ଆସି ବାହାରେ ଥାପଡ଼ ମାରିଲେ। କଣ୍ଡକ୍ଟର ୟୁନିଫର୍ମରେ ଥାଇ ଥାପଡ଼ ମାରିବା ଦୃଶ୍ୟ କ୍ୟାମେରାରେ ରେକର୍ଡ କରାଯାଇଛି। ୟୁନିଟ ୮ ମାର୍କେଟ ପାଖରେ ଥିବା ବସ୍ ଷ୍ଟପରେ ଏହି ଘଟଣା ଘଟିଛି। ବସ୍ ନଂ OD33AH0166 ଥିବାବେଳେ କଣ୍ଡକ୍ଟରଙ୍କ ଦାଦାଗିିରିକୁ ନେଇ ଚର୍ଚ୍ଚା ହେଉଛି।
More Stories
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ…..
ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ……