ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ବରରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଲେ ‘ଆମ ବସ୍’ କଣ୍ଡକ୍ଟର। ବସ୍ ଭିତରୁ ବାହାରି ଆସି ବାହାରେ ଥାପଡ଼ ମାରିଲେ। କଣ୍ଡକ୍ଟର ୟୁନିଫର୍ମରେ ଥାଇ ଥାପଡ଼ ମାରିବା ଦୃଶ୍ୟ କ୍ୟାମେରାରେ ରେକର୍ଡ କରାଯାଇଛି। ୟୁନିଟ ୮ ମାର୍କେଟ ପାଖରେ ଥିବା ବସ୍ ଷ୍ଟପରେ ଏହି ଘଟଣା ଘଟିଛି। ବସ୍ ନଂ OD33AH0166 ଥିବାବେଳେ କଣ୍ଡକ୍ଟରଙ୍କ ଦାଦାଗିିରିକୁ ନେଇ ଚର୍ଚ୍ଚା ହେଉଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..