ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଥିବା ଅକ୍ସଫୋର୍ଡ କଲେଜ ଅଫ୍ ଇଂଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟକୁ କୋଭିଡ୍ ନିୟମ ଉଲଂଘନ ଅଭିଯୋଗରେ ସିଲ୍ କରିଛି ବିଏମସି । ବିଭିନ୍ନ ଶିକ୍ଷାନୁଷ୍ଠାନରେ କୋଭିଡ୍ ନିୟମ ଉଲଂଘନ ଅଭିଯୋଗରେ ବିଏମସି ସିଲ କରିସାରିଛି । ଏହା ପୂର୍ବରୁ ପଟିଆରେ ସିଲିକନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ସିଲ୍ କରାଯାଇଥିଲା।
More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ