ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ପାଳନ କରାଯାଉଛି ନୂଆଁଖାଇ ତିହାର। ଏହି ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଭିଁଙ୍କୁ ହୃଦୟରୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ କୋଭିଡ ନିୟମ ପାଳନ ଉପରେ ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁରୁତ୍ୱ ଦେଇଛନ୍ତି। ଏହାସହ ମା’ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖଶାନ୍ତି କାମନା କରିଛନ୍ତି।






More Stories
୨୪ରେ ରାଜ୍ୟ କ୍ୟାବିନେଟ……
ବିଧାୟକଙ୍କ ଦରମା ବୃଦ୍ଧି ନେଇ ହାଇକୋର୍ଟରେ ମାମଲା…..
ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଗଣିବେ ୧୦ ହଜାର…..