ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ପାଳନ କରାଯାଉଛି ନୂଆଁଖାଇ ତିହାର। ଏହି ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଭିଁଙ୍କୁ ହୃଦୟରୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ କୋଭିଡ ନିୟମ ପାଳନ ଉପରେ ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁରୁତ୍ୱ ଦେଇଛନ୍ତି। ଏହାସହ ମା’ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖଶାନ୍ତି କାମନା କରିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..