ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶିଷ୍ଟ ସାହିତି୍ୟକ ପଦ୍ମଶ୍ରୀ ବିନୋଦ ପଶାୟତ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ପଦ୍ମଶ୍ରୀ ବିନୋଦ ପଶାୟତ। ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହୋଉଥିଲେ। ବିବିନୋଦ ପଶାୟତ ଓଡ଼ିଶାର ଜଣେ ପ୍ରଖ୍ୟାତ କବି ଏବଂ ଲେଖକ। ସମ୍ବଲପୁରୀ / କୋଶଳୀ ସାହିତ୍ୟରେ ତାଙ୍କର ଅବଦାନ ଅମୂଲ୍ୟ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..