ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ସମ୍ମାନ ସୂଚକ ସହାୟକ ରାଶି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ ରାଜ୍ୟ ସରକାର। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….