ରିପୋର୍ଟ କାର୍ଡ / ବରଗଡ଼
ପଦ୍ମପୁର ପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଜି ନାମାଙ୍କନ ପତ୍ର ଦାଖଲ କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଦଳର ଅନ୍ୟ ବରିଷ୍ଠ ନେତାଙ୍କ ସହ ଯାଇ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରଦୀପ ପୁରୋହିତ। ସୂଚନା ଅନୁସାରେ-ରବିବାର ନୃସିଂହନାଥ ମନ୍ଦିରରେ ପୂଜା କରି ପ୍ରଚାର କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି ପ୍ରଦୀପ ପୁରୋହିତ। ଏଥିସହିତ ପାଇକମାଳରେ ବିଜେପି କାର୍ଯ୍ୟାଳୟର ଉଦଘାଟନ ହୋଇଛି ।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..