ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଦ୍ମପୁର ଉପନିର୍ବାଚନ ପାଇଁ ଜୋରଧର ଚାଲିଛି ପ୍ରଚାର । ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରଚାର | ଆସନ୍ତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀଙ୍କ ପ୍ରଚାର ପାଇଁ ନିର୍ବାଚନୀ ମଇଦାନକୁ ଓହ୍ଲାଇବେ । ମୁଖ୍ୟମନ୍ତ୍ରୀ ଡିସେମ୍ବର ୨ ତାରିଖରେ ପଦ୍ମପୁର ନିର୍ବାଚନ ପ୍ରଚାରରେ ଆସିବେ । ପଦ୍ମପୁର ଏନ୍ଏସି ସମେତ ୩ ବ୍ଲକ୍ ରାଜବୋଡ଼ାସମ୍ବର, ପାଇକମାଳ ଓ ଝାରବନ୍ଧ ବ୍ଲକରେ ୩ଟି ନିର୍ବାଚନୀ ସଭା ଜରିଆରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହାଙ୍କ ପାଇଁ ଭୋଟ୍ ପ୍ରଚାର କରିବେ |






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..