ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ତିନିପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସର ହେଭିୱେଟ୍ ନେତା ପଦ୍ମପୁର ଗସ୍ତ କରୁଛନ୍ତି। ଏହିକ୍ରମରେ ଆଜି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ପ୍ରଚାର ମୈଦାନରେ ଓହ୍ଲାଇବାକୁ ଯାଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ ସୂଚୀ ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି । ଆଜି ପାଇକମାଳ, ଝାରବନ୍ଧ ଏବଂ ପଦ୍ମପୁରଠାରେ ଆୟୋଜିତ ନିର୍ବାଚନୀ ସଭାରେ ନବୀନ ଯୋଗଦେବା ସହ ସମ୍ବୋଧିତ କରିବେ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..