ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନର ପେଶାୱାରରେ ଆତ୍ମଘାତୀ ବିସ୍ଫୋରଣ ହୋଇଛି | ବିସ୍ଫୋରଣରେ ୨୨୧ରୁ ଅଧିକ ଲୋକ ଆହତ ହୋଇଥିବାବେଳେ ୯୩ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ପୋଲିସ କର୍ମଚାରୀ ଥିଲେ। ଆତଙ୍କବାଦୀମାନେ ପୋଲିସ ପରିସରରେ ନିର୍ମିତ ଏକ ମସଜିଦ୍ ଉପରେ ଏହି ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଦାୟୀ ହେଉଛି ସଂଗଠନ ତେହେରିକ-ଇ-ତାଲିବାନ। କ୍ରମାଗତ ଭାବରେ ପାକିସ୍ତାନ ଉପରେ ଆକ୍ରମଣ କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ପାକିସ୍ତାନରେ ଅନେକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇସାରିଲାଣି।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..
ମୋହସିନା କିଦୱାଇଙ୍କ ପରଲୋକ…..