Report Card Odisha

| Daily Odia News

ପାକିସ୍ତାନରେ ବିସ୍ଫୋରଣ, ୨୫ ମୃତ,୭୦ରୁ ଅଧିକ ଗୁରୁତର…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ପାକିସ୍ତାନରେ ଆଜି ବଡ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ପ୍ରାୟ ୨୫ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦ରୁ ଅଧିକ ଗୁରୁତର ହୋଇଛନ୍ତି। ବାଲୋଚିସ୍ତାନ ମାସ୍ତୁଙ୍ଗ ଜିଲ୍ଲର ଏକ ମସଜିଦ୍‌‌ ନିକଟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡିଛି। ପର୍ବ ପାଳନ ପାଇଁ ଏକତ୍ରିତ ହୋଇଥିବା ବେଳେ ବିସ୍ଫୋରଣ ଘଟିଛି।

Breaking News