ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଭାରତର ବଡ଼ ଯୋଜନା ପରେ ପାକିସ୍ତାନର ନିଦ ହଜିଯାଇଛି । ବିଳମ୍ବିତ ରାତିରେ ପାକିସ୍ତାନ ସୂଚନା ମନ୍ତ୍ରୀ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସୂଚନା ମନ୍ତ୍ରୀ ଅତାଉଲ୍ଲାହ ତରାର ରାତି ପାଖାପାଖି ସାଢେ ୧ଟା ବେଳେ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଏଥିରେ ସେ କହିଛନ୍ତି ଭାରତୀୟ ସେନା ୨୪ରୁ ୩୬ ଘଣ୍ଟା ମଧ୍ୟରେ ଆକ୍ରମଣ କରିପାରେ । ବିଶ୍ବସନୀୟ ଗୁଇନ୍ଦା ସୂତ୍ରରୁ ତାଙ୍କୁ ସୂଚନା ମିଳିଥିବା ସେ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ଆତଙ୍କବାଦୀଙ୍କ ବିରୋଧରେ ନିର୍ଣ୍ଣାୟକ ଲଢ଼େଇ ପାଇଁ ମୋଦୀ ସ୍ବାଧୀନତା ଦେବା ପରେ ପାକିସ୍ତାନରେ ଭୟ ବଢ଼ିଯାଇଛି ।






More Stories
ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳଙ୍କ ଜନ୍ମବାର୍ଷିକୀ:ଶ୍ରଦ୍ଧାଞ୍ଜଳୀ ଦେଲେ ପିଏମ୍ ମୋଦୀ……
ଭାରତ-ବାଂଲାଦେଶ ତିକ୍ତତା ବୃଦ୍ଧି….
ପ୍ରଦୂଷଣ ଆମ ପାଇଁ ହୋଇଛି : ନୀତିନ ଗଡକରୀ……