Report Card Odisha

| Daily Odia News

ଇମ୍ରାନ ଖାନ୍‌ ଓ ବୁସ୍‌ରା ବିବି ଙ୍କୁ ଜେଲ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ବଡ ଝଟକା। ପାକିସ୍ତାନର ଏକ ସ୍ଥାନୀୟ କୋର୍ଟ ଇମ୍ରାନ ଖାନ୍‌ଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଇମ୍ରାନ୍‌ଙ୍କ ପତ୍ନୀ ବୁସ୍‌ରା ବିବିଙ୍କୁ ମଧ୍ୟ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ଇମ୍ରାନ୍‌ ଓ ତାଙ୍କ ପତ୍ନୀଙ୍କୁ ଅଲ୍‌-କାଦିର୍‌ ୟୁନିଭରସିଟି ପ୍ରୋଜେକ୍ଟ ଟ୍ରଷ୍ଟ୍‌ ସହ ଜଡିତ ଦୁର୍ନୀତି ମାମଲାରେ ଏହି ଦଣ୍ଡାଦେଶ ମିଳିଛି।

Breaking News