ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ବଡ ଝଟକା। ପାକିସ୍ତାନର ଏକ ସ୍ଥାନୀୟ କୋର୍ଟ ଇମ୍ରାନ ଖାନ୍ଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଇମ୍ରାନ୍ଙ୍କ ପତ୍ନୀ ବୁସ୍ରା ବିବିଙ୍କୁ ମଧ୍ୟ ୭ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଇମ୍ରାନ୍ ଓ ତାଙ୍କ ପତ୍ନୀଙ୍କୁ ଅଲ୍-କାଦିର୍ ୟୁନିଭରସିଟି ପ୍ରୋଜେକ୍ଟ ଟ୍ରଷ୍ଟ୍ ସହ ଜଡିତ ଦୁର୍ନୀତି ମାମଲାରେ ଏହି ଦଣ୍ଡାଦେଶ ମିଳିଛି।






More Stories
ଲୋକ ଅଦାଲତ କିମ୍ବା ଡିଏଲ୍ଏସ୍ଏ ବିବାହ ବିଚ୍ଛେଦ ସମ୍ପର୍କରେ ନିଷ୍ପତ୍ତି ନେଇ ପାରିବେନି…..
ପୁଣି ବଢିଲା ସିଲିଣ୍ଡର ଦାମ୍ !….
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..