ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅଯୋଧ୍ୟା ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ମୁଖ୍ୟ ପୂଜକ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷିତଙ୍କ ଦେହାନ୍ତ ହୋଇଯାଇଛି। ଶନିବାର ୮୬ ବର୍ଷରେ ତାଙ୍କର ପରଲୋକ ଘଟିଛି। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିଲେ ବୋଲି ତାଙ୍କ ପରିବାର ଲୋକଙ୍କ ପକ୍ଷରୁ କୁହାଯାଇଛି। ମଣିକର୍ନିକା ଘାଟରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ସୂଚନା ଦିଆଯାଇଛି।ଆଚାର୍ଯ୍ୟଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖପ୍ରକାଶ କରିବା ସହିତ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଶୋକବ୍ୟକ୍ତ କରିଛନ୍ତି।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..