ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁଚର୍ଚ୍ଚିତ ନୟାଗଡ଼ର ପରୀ ଦୁଷ୍କର୍ମ ହତ୍ୟା ମାମଲାରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଚିଲ୍ଡ୍ରେନ୍ସ କୋର୍ଟ ଶୁଣାଇଛନ୍ତି । ୨୦୨୦ରେ ଘର ସାମ୍ନାରେ ଖେଳୁଥିବା ୫ ବର୍ଷର ଝିଅ ପରୀ ନିଖୋଜ ହୋଇଯାଇଥିଲା। ନିଖୋଜର ୧୦ ଦିନ ପରେ ପରୀର ଗଳିତ ଦେହାବଶେଷ ମିଳିଥିଲା। ଏକ ଅଖା ବସ୍ତାରୁ ଦେହାବଶେଷ ଓ ହାଡ଼ ଉଦ୍ଧାର କରାଯାଇଥିଲା। କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଥିଲା।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..