ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସଂସଦ ସୁରକ୍ଷାରେ ତ୍ରୁଟି ମାମଲାରେ ଦିଲ୍ଲୀ ହାଇକୋର୍ଟ ଦୁଇ ଅଭିଯୁକ୍ତ ନୀଲମ ଆଜାଦ ଏବଂ ମହେଶ କୁମାୱତଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହାଇକୋର୍ଟ ଅଭିଯୁକ୍ତଙ୍କୁ ୫୦-୫୦ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକା ଏବଂ ସମାନ ପରିମାଣର ଦୁଇଜଣ ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରିଛନ୍ତି। ଡିସେମ୍ବର ୧୩, ୨୦୨୩ରେ ସଂସଦର ସୁରକ୍ଷାରେ ତ୍ରୁଟି ମାମଲାରେ ଅନ୍ୟ ଅଭିଯୁକ୍ତମାନଙ୍କ ସହ ଏମାନଙ୍କୁ ଗିରଫ କରାଯାଇଥିଲା।






More Stories
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..
କଂଗ୍ରେସ ଉପରେ ବର୍ଷିଲେ ଶାହା…..