ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜିଠୁ ଆରମ୍ଭ ହେଉଛି ସଂସଦର ଶୀତକାଳୀନ ଅଧିବେଶନ। ତାପୂର୍ବରୁ ଗତକାଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ହୋଇଥିଲା । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସବୁ ଦଳର ନେତାଙ୍କୁ ଏଥିପାଇଁ ଆମନ୍ତ୍ରଣ କରିଥିଲେ। ଉଭୟ ଗୃହର କାର୍ଯ୍ୟକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ସରକାର ସବୁ ଦଳର ସହଯୋଗ ଲୋଡିଛନ୍ତି । ଚଳିତ ଅଧିବେଶନରେ ୧୬ଟି ନୂଆ ବିଲ୍ ଆଣିବା ପାଇଁ ସ୍ଥିରୀକୃତ ହୋଇଛି । ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବାକୁ ଥିବା ଶୀତ ଅଧିବେଶନରେ ୨୩ଟି କର୍ଯ୍ୟଦିବସ ରହିଛି । ସେପଟେ ଗୃହରେ ବିଭିନ୍ନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିପାରନ୍ତି ବିରୋଧୀ।






More Stories
ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା…..
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ସୈନିକ ସ୍କୁଲ ରାସ୍ତାରେ ସିରିଜ ଦୁର୍ଘଟଣା,୨ ମୃତ…..