ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗଣେଶ ଚତୁର୍ଥୀରେ ନୂଆ ସଂସଦ ଭବନରେ ସଂସଦର ପ୍ରଥମ ଅଧିବେଶନ ହେବ। ସେପ୍ଟେମ୍ବର ୧୯ରେ ଗଣେଶ ଚତୁର୍ଥୀ ତେବେ ସଂସଦର ସ୍ୱତନ୍ତ୍ର ଅଧିବେଶନ ସେପ୍ଟେମ୍ବର ୧୮ରେ ପୁରୁଣା ଭବନରେ ହିଁ ଆରମ୍ଭ ହେବ। ୧୯ରେ ଏହା ନୂଆ ଭବନକୁ ସ୍ଥାନାନ୍ତର ହେବ। ସୂଚନାଯୋଗ୍ୟ, ଚଳିତ ବର୍ଷ ମେ’ ୨୮ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ସଂସଦ ଭବନର ଉଦଘାଟନ କରିଥିଲେ ଏବଂ ଏହାକୁ ଦେଶବାସୀଙ୍କୁ ଉତ୍ସର୍ଗ କରିଥିଲେ।






More Stories
ରାଜପାଲ ଙ୍କୁ ମିଳିଲା ଜାମିନ…..
ଆସନ୍ତାକାଲି ସୂର୍ଯ୍ୟଗ୍ରହଣ….
ଆଜିଠୁ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬…..