ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ସଂକ୍ରମଣକୁ ରୋକିବା ପାଇଁ ଦୈନିକ ଚଳାଚଳ କରୁଥିବା ୬ ଯୋଡ଼ା ମେମୁ ଓ ପାସେଞ୍ଜର ଟ୍ରେନ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।ବାତିଲ ହୋଇଥିବା ଏହି ଟ୍ରେନ୍ ଗୁଡିକ ହେଲା – ୦୮୪୫୬/୦୮୪୫୫ ଭୁବନେଶ୍ୱର-କେନ୍ଦୁଝରଗଡ଼ -ଭୁବନେଶ୍ୱର ବିଶେଷ ଟ୍ରେନ । ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ । ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନକୁ ବାତିଲ କରାଯାଇଛି । ସେହିପରି ୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ ବିଶେଷ ଟ୍ରେନ । ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ୍ । ୦୮୫୨୮/୦୮୫୨୭ ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍ ବିଶେଷ ଟ୍ରେନକୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି






More Stories
ସର୍ବଦଳୀୟ ବୈଠକ ଶେଷ…..
‘ମୋ ଉପରେ ଆକ୍ରମଣ ହେଲେ ମୁଁ ସାରାଦେଶକୁ ହଲାଇ ଦେବି’……
ମନ୍ଦିରରେ ଧ୍ଵଜା ଉଡ଼ାଇଲେ ପ୍ରଧାନମନ୍ତ୍ରୀ ମୋଦୀ…..