ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ୱର ମହାନଗର ନିଗମ୍(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍ର ପ୍ରଥମ ‘ପଥ ଉତ୍ସବ’ ହେବ ବୋଲି BMC ପକ୍ଷରୁ କୁହାଯାଇଛି। ଉତ୍ସବ ଜନପଥର ମାଷ୍ଟରକ୍ୟାଣ୍ଟିନ ଏବଂ ରାମ ମନ୍ଦିର ଛକ ମଧ୍ୟରେ ପାଳନ କରାଯିବ। ସକାଳ ୬ଟାରୁ ‘ପଥ ଉତ୍ସବ’ ଆରମ୍ଭ ହେବା ନେଇ BMC ପକ୍ଷରୁ ଅବଗତ କରାଯାଇଛି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..