ରିପୋର୍ଟ କାର୍ଡ / ବଲାଙ୍ଗୀର
ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଆସିଛି ରାୟ । ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ରାୟ ଶୁଣାଇଛନ୍ତି ପାଟଣାଗଡ ଏଡିଜେ କୋର୍ଟ । ଦୀର୍ଘ ବର୍ଷ ପରେ ମାମଲାରେ ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି । ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ ଶୁଣାଇବା ସହ ୫୦ହଜାର ଟଙ୍କା ଜୋରମାନା ଦେବାକୁ ନିର୍ଦେଶ ଦେଇଛନ୍ତି । ଘଟଣାର ୭ବର୍ଷ ପରେ ଆସିଛି ଚୂଡାନ୍ତ ରାୟ । ଜୀବନ ଥିବା ପର୍ଯ୍ୟନ୍ତ ଜେଲରେ ରହିବେ ପୁଞ୍ଜିଲାଲ ମେହେର ।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..