ରିପୋର୍ଟ କାର୍ଡ / ଭୁବନେଶ୍ୱର
ପେଟ୍ରୋଲ-ଡିଜେଲ ଦାମ୍ ପାଖାପଖି ୧୫ଟଙ୍କା କମିଛି । ନିର୍ବାଚନୀ କୋଡ୍ ଅଫ୍ କଣ୍ଡକ୍ଟ ଲାଗୁ ହେବା ପୂର୍ବରୁ କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପରେ ପେଟ୍ରୋଲ-ଡିଜେଲ ଦାମ୍ ୧୫ ଟଙ୍କା ଯାଏଁ କମ୍ କରାଯାଇଛି | ଏନେଇ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ହରୀଦୀପ ସିଂହ ପୁରୀ ସୂଚନା ଦେଇଛନ୍ତି।ଏବେ ଦାମ୍ କମିବା ପରେ ଓଡ଼ିଶାରେ ପେଟ୍ରୋଲ ଲିଟର ପିଛା ୧୦୧ଟଙ୍କାରେ ପହଞ୍ଚିଛି। ସେହିପରି ଡିଜେଲ ଦର ଲିଟର ପିଛା ୯୨.୬୨ରେ ପହଞ୍ଚିଛି।






More Stories
ଆସିୟା ଙ୍କୁ ଆଜୀବନ କାରାଦଣ୍ଡାଦେଶ…..
ଲାଲୁଙ୍କ ପିଟିସନ ଖାରଜ…..
ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ……