ରିପୋର୍ଟ କାର୍ଡ / ଭୁବନେଶ୍ୱର
ପେଟ୍ରୋଲ-ଡିଜେଲ ଦାମ୍ ପାଖାପଖି ୧୫ଟଙ୍କା କମିଛି । ନିର୍ବାଚନୀ କୋଡ୍ ଅଫ୍ କଣ୍ଡକ୍ଟ ଲାଗୁ ହେବା ପୂର୍ବରୁ କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପରେ ପେଟ୍ରୋଲ-ଡିଜେଲ ଦାମ୍ ୧୫ ଟଙ୍କା ଯାଏଁ କମ୍ କରାଯାଇଛି | ଏନେଇ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ହରୀଦୀପ ସିଂହ ପୁରୀ ସୂଚନା ଦେଇଛନ୍ତି।ଏବେ ଦାମ୍ କମିବା ପରେ ଓଡ଼ିଶାରେ ପେଟ୍ରୋଲ ଲିଟର ପିଛା ୧୦୧ଟଙ୍କାରେ ପହଞ୍ଚିଛି। ସେହିପରି ଡିଜେଲ ଦର ଲିଟର ପିଛା ୯୨.୬୨ରେ ପହଞ୍ଚିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….