ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ ଘଟିଛି | ୪୭ ବର୍ଷ ବୟସରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି | ହାଇଦ୍ରାବାଦର ଯଶୋଦା ମେଡ଼ିକାଲରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ବୁଧବାର ରାତି ୧୧ଟା ୨୫ ମିନିଟ ସମୟରେ ପିଣ୍ଟୁଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି। ସେ କିଛିଦିନ ହେବ ଲିଭର୍ ସିରୋସିସ୍ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଭୁବନେଶ୍ୱରରେ ଚିକିତ୍ସା ପରେ ଯକୃତ ପ୍ରତିରୋପଣ ପାଇଁ ତାଙ୍କୁ ନୂଆ ଦିଲ୍ଲୀ ସ୍ଥାନାନ୍ତର କରଯାଇଥିଲା । କିନ୍ତୁ ସେଠାରେ ଡୋନର ନ ମିଳିବାରୁ ପିଣ୍ଟୁଙ୍କୁ ହାଇଦ୍ରାବାଦ ଯଶୋଦା ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ମଧ୍ୟ ଡୋନର ନ ମିଳିବାରୁ ତାଙ୍କର ଯକୃତ ପ୍ରତିରୋପଣ ହୋଇ ପାରି ନଥିଲା ।






More Stories
୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର…..
ପବନ ସହ ପ୍ରବଳ ବର୍ଷା…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….