ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କର ଆଜି ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯିବ। ଗତକାଲି ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚିଥିଲା। ଓଲିଉଡ଼ କଳାକାର, ଫ୍ୟାନ ଏବଂ ସମର୍ଥକ, ପିଣ୍ଟୁଙ୍କ ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ ବିମାନ ବନ୍ଦରରେ। ଏହାପରେ ପିଣ୍ଟୁଙ୍କ ମରଶରୀର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରଖାଯାଇଥିଲା। ଆଜି ସକାଳେ ମଧ୍ୟ ପିଣ୍ଟୁଙ୍କୁ ଶେଷ ଦର୍ଶନ କରିବା ପାଇଁ ଅନେକ ଶୁଭେଚ୍ଛୁଙ୍କ ଭିଡ଼ ଜମିଛି ।






More Stories
କାଲିଠୁ ମହଙ୍ଗା ହେବ ବିମାନଯାତ୍ରା…..
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..