ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ। ପଞ୍ଚାୟତ ଫଣ୍ଡ୍ରୁ ପିଅନଙ୍କୁ ଦରମା ଦିଆଯାଉଥିଲା। ଏବେ ରାଜ୍ୟ ସରକାର ଦରମା ଦେବେ।
More Stories
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..
ମଦ ଦୋକାନ ପାଇଁ ହେବ ଲଟେରୀ….
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..