ରିପୋର୍ଟ କାର୍ଡ / ଭୁବନେଶ୍ୱର
ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଆଜିଠୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ । ମାର୍ଚ୍ଚ ୩୦ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ମାର୍ଚ୍ଚ ୩୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଏପ୍ରିଲ ୩ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଏପ୍ରିଲ ୧୭ ତାରିଖ ସକାଳ ୭ରୁ ସଂଧ୍ୟା ୬ଟା ଯାଏ ଭୋଟ୍ ଗ୍ରହଣ ହେବ ଓ ମେ ୨ ତାରିଖରେ ଭୋଟ୍ ଗଣତି ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ…..
ପାକିସ୍ତାନ ଲିଙ୍କ ନେଇ ୭ ଦୋଷୀଙ୍କୁ ଜେଲ ଦଣ୍ତାଦେଶ….
ଜଗା ଦର୍ଶନ ପାଇଁ ସ୍ଲଟ ବୁକିଂ ବ୍ୟବସ୍ଥା…..