ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୧୬ ତାରିଖରେ ହେବାକୁ ଥିବା ପିପିଲ ଉପ ନିର୍ବାଚନ ସ୍ଥଗିତ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ନିର୍ବାଚନ ସ୍ଥଗିତ ନେଇ ଜଣାପଡିଛି | ତେବେ ନିର୍ବାଚନ ସ୍ଥଗିତ ନେଇ ଭାରତୀୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ସୋମବାର ବାଲାଟ୍ ପେପରରେ ନିର୍ବାଚନ ଆରମ୍ଭ ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କେବେ ନିର୍ବାଚନ ହେବ ସେନେଇ କୌଣସି ସୂଚନା ମିଳିନାହିଁ |






More Stories
ନବୀନଙ୍କୁ ଟାର୍ଗେଟ୍ କଲେ ମନମୋହନ…..
ଆଜି ଇସ୍ତଫା ଦେବେ ନୀତୀଶ…..
କଂଗ୍ରେସ ଛାଡ଼ି ପାରନ୍ତି ସୋଫିଆ ଫିର୍ଦୋସ…..