ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିିତ୍ୱ ନେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକଙ୍କୁ କିଭଳି ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ନ୍ୟାୟ ମିଳିବ, ସେ ନେଇ କାମ କରିବେ ବୋଲି କହିଛନ୍ତି ପୀତାମ୍ବର ଆଚାର୍ଯ୍ୟ।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..