ରିପୋର୍ଟ କାର୍ଡ / କଟକ
ORHDC ଦୁର୍ନୀତି ମାମଲାରେ ମେଟ୍ରୋ ବିଲଡରର ନିର୍ଦେଶକ ପୀୟୁଷ ମହାନ୍ତିଙ୍କୁ ଆଶ୍ୱସ୍ତି ମିଳିଛି। ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ଲାଗିଲା ଅନ୍ତରୀଣ ରହିତାଦେଶ । ଆଜି ପୀୟୁଷଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ଉଲ୍ଲେଖ ଯୋଗ୍ୟ- ଗତ କିଛିଦିନ ତଳେ ORHDC SCAMର ଶୁଣାଣି କରି IAS ବିନୋଦ କୁମାର, ମହମ୍ମଦ ମୋକିମଙ୍କ ସହ ୫ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡ ସହ ୫୦ ହଜାର ଟଙ୍କା ଫାଇନ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୁଷ ମହାନ୍ତିଙ୍କୁ ମଧ୍ୟ ଜାଲିଆତି ମାମଲାରେ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ କୋର୍ଟ ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….