ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନ ସେନା କ୍ୟାମ୍ପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଏଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଫଗାନିସ୍ତନେ ସୀମାନ୍ତବର୍ତ୍ତୀ ଉତ୍ତର ୱଜିରିସ୍ତାନରେ ଆକ୍ରମଣ କରାଯାଇଛି। କ୍ୟାମ୍ପ ଭିତରେ ପଶି ୬ ଜଣ ଆତଙ୍କବାଦୀ ଆଖିବୁଜା ଗୁଳିମାଡ କରିଥିଲେ। ଗୁଳିମାଡରେ ୫ ଜଣ ସେନା ଅଧିକାରୀଙ୍କ ସହ ୭ ଜଣଙ୍କର ମୃତ୍ୟୁ ଘଟିଛି। ପାକ୍ ସେନାର ପାଲଟା ଆକ୍ରମଣରେ ୬ ଜଣ ଆତଙ୍କବାଦୀ ମଧ୍ୟ ମୃତ୍ୟୁବରଣ କରିଛନ୍ତି।






More Stories
‘ଯଦି ଇଥାନଲ ନଥାନ୍ତା,ପେଟ୍ରୋଲ ଲିଟର ୧୨୫…..
ଛାତ୍ରଛାତ୍ରୀଙ୍କୁ କ୍ଷମା ଦେଲେ ପ୍ରଧାନମନ୍ତ୍ରୀ……
ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ…..