ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମ ପାକିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ ହୋଇଛି। ପାକିସ୍ତାନ ଆଫଗାନିସ୍ତାନ ସୀମା ନିକଟରେ ଭୂକମ୍ପର କେନ୍ଦ୍ରସ୍ଥଳୀ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଏହାପୂର୍ବରୁ ଫେବୃଆରୀ ୧୭ରେ ପାକିସ୍ତାନର ଇସଲାମାବାଦ ନିକଟରେ ଭୂକମ୍ପ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ୪.୭ ରହିଥିଲା। ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିଲେ ମଧ୍ୟ ଲୋକ ଭୟଭୀତ ଥିବା ଜଣାପଡିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….