ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ ରହିବେ। ଏନେଇ ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ। ନିର୍ଦ୍ଦିଷ୍ଟ ସମୟ ଭିତରେ ଜିରୋ ନାଇଟ୍ ସେଲିବ୍ରେଶନ ସାରିବାକୁ ନିର୍ଦ୍ଦେଶ ରହିଛି। ସାଧା ପୋଷାକରେ ପୋଲିସ ସମସ୍ତଙ୍କ ଉପରେ ନଜର ରଖିବ।






More Stories
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..
ଆଜି ଓଡ଼ିଶା ଆସିବେ ସ୍ଥଳ ସେନା ମୁଖ୍ୟ……
୨୪ ରେ ବାରବାଟୀ ଟି-୨୦……