ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ। ନାମଲେଖା ପ୍ରକ୍ରିୟା ସମୟ ସକାଳ ୯ଟାରୁ ଅପରାହ୍ଣ ୫ଟା ମଧ୍ୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ଲକ୍ଷ ୪ ହଜାର ଛାତ୍ରଛାତ୍ରୀ ୧୯ ତାରିଖରୁ ୨୫ ପର୍ଯ୍ୟନ୍ତ ନାମ ଲେଖାଇବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନାମଲେଖା ପାଇଁ ମାର୍ଗଦର୍ଶିକା କରାଯାଇଛି |






More Stories
ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ…..
ଆସାମରେ ନିର୍ବାଚନ ପ୍ରଚାର କଲେ ମୋହନ…..
ଆଉ ଖୋଲାରେ ମିଳିବନି ଗ୍ୟାସ୍……