ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ଫଳ ଆଜି ପ୍ରକାଶ ପାଇବ। ଛାତ୍ରଛାତ୍ରୀ ୱେବସାଇଟ୍ (www.odisharesults.nic.in)କୁ ଲଗ୍ଇନ୍ କରି ଫଳ ଦେଖିପାରିବେ। ଏନେଇ ସିଏଚଏସ୍ଇ ପକ୍ଷରୁ ସୂଚନା ଦିଆଯାଇଛି । ଅପରାହ୍ଣ ୪ଟାରେ ଛାତ୍ରଛାତ୍ରୀମାନେ ରେଜଲ୍ଟ ଦେଖିପାରିବେ ବୋଲି କୁହାଯାଇଛି । ଆଜି କଳା ଓ ଧନ୍ଦାମୂ ବାହାରିବା ନେଇ ଅଗଷ୍ଟ ୬ ତାରିଖରେ ଅର୍ଥାତ୍ ଗତ ଶନିବାର ଦିନ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଥିଲା । ଆଜି ବାହାରିବାକୁ ଥିବା ଏହି ଦୁଇଟି ବିଭାଗରେ ମୋଟ୍ ୨ଲକ୍ଷ ୩୭ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..