ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ’ ୧୫ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଆଜି ଏହି ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ।
ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ବାହାର କରିବୁ ବୋଲି CHSE ପରୀକ୍ଷା ନିୟନ୍ତ୍ରକ ଆଜି ଏହି ସୂଚନା ଦେଇଛନ୍ତି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..