ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏପ୍ରିଲ ୧୦ରୁ ଆରମ୍ଭ ହେବ ଯୁକ୍ତ ଦୁଇ ମୂଲ୍ୟାୟନ। ୨ଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ଖାତାଦେଖା ହେବ । ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ହେବାକୁ ଥିବା ବେଳେ ୨୩ରୁ ମେ’ ୭ ଦ୍ୱିତୀୟ ପର୍ଯ୍ୟାୟ ହେବ । ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ହେବ ମୂଲ୍ୟାୟନ । ଖାତାଦେଖା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି।
More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..