ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ସିଏଚଏସଇ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ କରାଯିବ । ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୯ ହଜାର ୧୧୦ ଜଣ, ବିଜ୍ଞାନରେ ୯୧, ୩୭୯ ଓ ବାଣିଜ୍ୟରେ ୨୩,୧୪୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..