ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ’ ୨୬ ତାରିଖ ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବ। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ କରାଯିବ। CHSE ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ସେମାନଙ୍କର HS School e-space ଓ Digilockerରୁ ମଧ୍ୟ ଫଳାଫଳ ପାଇପାରିବେ।






More Stories
ଆସିଲା ବିୟୁଟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ…..
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..