ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ରେଜଲ୍ଟ ଘୋଷଣା କରିଛନ୍ତି। ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଥିବା ବେଳେ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି।






More Stories
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..
ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ…..