ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାର୍ଚ୍ଚ ପହିଲାରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ନିମନ୍ତେ କେତୋଟି ପରୀକ୍ଷା କେନ୍ଦ୍ର ଓ ପରୀକ୍ଷା ପରିଚାଳନା ହବ୍ ହେବ ଆସନ୍ତା ୧୫ ତାରିଖ ସୁଦ୍ଧା ଚିତ୍ର ସ୍ପଷ୍ଟ ହେବ। କପି ରୋକିବା ଲାଗି ସବୁ ଥର ଭଳି ଏଥର ବି ଫ୍ଲାଇଂ ସ୍କ୍ୱାର୍ଡ ବ୍ୟବସ୍ଥା ହେବ। ପରୀକ୍ଷାକୁ ଶୃଙ୍ଖଳିତ କରିବା ଲାଗି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି । କୋଭିଡ ଫେରେ ତେବେ ସ୍ବାସ୍ଥ୍ୟ ବିଭାଗ ଗାଇଡଲାଇନ୍ ଆଧାରରେ ପରୀକ୍ଷା ହେବ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..